1 ଶାମୁୟେଲ 2:22 - ପବିତ୍ର ବାଇବଲ22 ଏଲି ଅତି ବୃଦ୍ଧ ହେଲେ। ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲକୁ ଯାହା ଯାହା କଲେ ଓ ଯିଏ କି ସମାଗମ-ତମ୍ବୁର ପ୍ରବେଶ ନିକଟରେ ସେବା କାରୀଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ତାଙ୍କ ଦ୍ୱାରା ଶୁଣା ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏଲି ଅତି ବୃଦ୍ଧ ହେଲେ; ପୁଣି ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ଵୁ ଦ୍ଵାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit laଓଡିଆ ବାଇବେଲ22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ। Gade chapit la |
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।