1 ଶାମୁୟେଲ 2:3 - ପବିତ୍ର ବାଇବଲ3 ନିଜ ବୃଥାଗର୍ବ ବନ୍ଦ କର। ଅହଂକାର ଭାବରେ କହିବା ବନ୍ଦ କର। ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ଵର ଅଟନ୍ତି, ତାହାଙ୍କ ଦ୍ଵାରା ସକଳ କ୍ରିୟା ତୌଲାଯାଏ। Gade chapit laଓଡିଆ ବାଇବେଲ3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ। Gade chapit la |
“ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର।