Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:31 - ପବିତ୍ର ବାଇବଲ

31 ସମୟ ଆସୁଅଛି, ଯେତେବେଳେ ମୁଁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସେହି ଦିନ ଆସୁଅଛି, ତହିଁରେ ତୁମ୍ଭ ବଂଶରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।

Gade chapit la Kopi




1 ଶାମୁୟେଲ 2:31
11 Referans Kwoze  

ଯେତେବେଳେ ଇସ୍ରାଏଲ ମୋ'ଠାରୁ ବିପଥଗାମୀ ହେଲେ, ଲେବୀୟମାନେ ମୋ'ଠାରୁ ଦୂରେଇ ଗଲେ ଏବଂ ଯିଏ ମୂର୍ତ୍ତି ପୂଜାର ପ୍ରଥା ଅନୁସରଣ କଲେ, ସେମାନେ ସେମାନଙ୍କର ପାପ ପାଇଁ ଦଣ୍ଡ ବହନ କରିବେ।


କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।


ଏହାବି ହୋଇପାରେ ତୁମ୍ଭେ ବିଧବାମାନଙ୍କୁ କିଛି ନ ଦେଇ ପଠାଇ ଦେଇଛ। ଆୟୁବ, ତୁମ୍ଭେ ଅନାଥମାନଙ୍କୁ ଠକିଛ।


ପୁଣି ରାଜା ତାହାର ସ୍ଥାନରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି ପଦରେ ନିଯୁକ୍ତ କଲେ ଓ ଅବିୟାଥର ପଦରେ ସାଦୋକକୁ ଯାଜକ କରି ନିଯୁକ୍ତ କଲେ।


ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଯାଜକ ଅହିୟ ଏଫୋଦ ପିନ୍ଧି ସେଠାରେ ଥିଲା। ଐକାବୋଦ ପୀନହ‌ସ୍‌ର ପୁତ୍ର, ପୀନହସ୍ ଶୀଲୋର ଯାଜକ ଏଲିର ପୁତ୍ର। ଯୋନାଥନ ବାହାରକୁ ଯାଇଛି ବୋଲି ସେଠାରେ ଉପସ୍ଥିତ ଲୋକ ଜାଣି ନ ଥିଲେ।


ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ। ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4,000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।


ମୁଁ ଏଲିର ପରିବାରକୁ ଯାହା ଯାହା କହୁଅଛି ସେ ସମସ୍ତ ପ୍ରଥମରୁ ଶେଷ ପର୍ଯ୍ୟନ୍ତ ପୁରଣ କରିବ।


Swiv nou:

Piblisite


Piblisite