Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:32 - ପବିତ୍ର ବାଇବଲ

32 ପୁଣି ପରମେଶ୍ୱର ଇସ୍ରାଏଲକୁ ଆଶୀର୍ବାଦ ଓ ମଙ୍ଗଳ ପ୍ରଦାନ କରିବେ। କିନ୍ତୁ ତୁମ୍ଭେ ତୁମ୍ଭର ଗୃହରେ ଦୁଃଖ ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ପରମେଶ୍ଵର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ପରମେଶ୍ୱର ଇସ୍ରାଏଲକୁ ଯେ ଯେ ମଙ୍ଗଳ ପ୍ରଦାନ କରିବେ, ସେସବୁ ମଧ୍ୟରେ ତୁମ୍ଭେ ଆମ୍ଭ ଆବାସରେ ବିପତ୍ତି ଦେଖିବ; ଆଉ ତୁମ୍ଭ ଗୃହରେ କେହି କଦାପି ବୃଦ୍ଧ ହେବ ନାହିଁ।

Gade chapit la Kopi




1 ଶାମୁୟେଲ 2:32
7 Referans Kwoze  

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ବୃଦ୍ଧ ଓ ବୃଦ୍ଧାମାନେ ପୁନର୍ବାର ଯିରୁଶାଲମର ଖୋଲା ସ୍ଥାନରେ ବସ। ପ୍ରତ୍ୟେକଙ୍କ ହାତରେ ଏକ ଆଶାବାଡ଼ି ରହିବ କାରଣ ସେମାନଙ୍କର ବୃଦ୍ଧାବସ୍ଥା ପାଇଁ।


ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ହତ ହେଲେ।


ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।


ତା'ପରେ ସେମାନେ ଲୋକମାନଙ୍କୁ ଶୀଲୋକୁ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। ସିନ୍ଦୁକର ଉପରେ କିରୂବ ଦୂତଗଣ ଥିଲେ। ସେମାନେ ପରମେଶ୍ୱରଙ୍କ ସିଂହାସନ ପରି ଏଲିଙ୍କର ଦୁଇପୁତ୍ର ହ‌ଫ୍‌ନି ଓ ପୀନହସ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଆସିଲେ।


ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ।


Swiv nou:

Piblisite


Piblisite