1 ଶାମୁୟେଲ 2:33 - ପବିତ୍ର ବାଇବଲ33 ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ। Gade chapit laଓଡିଆ ବାଇବେଲ33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ। Gade chapit la |