Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:34 - ପବିତ୍ର ବାଇବଲ

34 ପୁଣି ତୁମ୍ଭର ଦୁଇପୁତ୍ର ହ‌ଫ୍‌ନି ଓ ପିନହସ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ। ସେ ଦୁହେଁ ଏକ ଦିନରେ ମରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ଵରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନ ସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।

Gade chapit la Kopi




1 ଶାମୁୟେଲ 2:34
10 Referans Kwoze  

ଆଉ ସେହି ପରମେଶ୍ୱରଙ୍କ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲେ, “ଭବିଷ୍ୟତରେ ଏହା ହେବ। ‘ଏଇ ଦେଖ, ଏହି ବେଦି ଖଣ୍ତ ଖଣ୍ତ ହୋଇ ଭାଙ୍ଗି ପଡ଼ିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।’”


ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ହତ ହେଲେ।


ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।”


ତା'ପରେ ଭବିଷ୍ୟ‌ଦ୍‌ବକ୍ତା ଅହିୟ ଯାରବିୟାମର ପତ୍ନୀକୁ କହିଲେ, “ତୁମ୍ଭେ ଗୃହକୁ ଫେରିଯାଅ, ତୁମ୍ଭେ ତୁମ୍ଭ ନଗରରେ ପହଞ୍ଚିବା ମାତ୍ରେ ତୁମ୍ଭର ପୁତ୍ର ମୃତ୍ୟୁବରଣ କରିବ।


ମୁଁ ଏଲିର ପରିବାରକୁ ଯାହା ଯାହା କହୁଅଛି ସେ ସମସ୍ତ ପ୍ରଥମରୁ ଶେଷ ପର୍ଯ୍ୟନ୍ତ ପୁରଣ କରିବ।


ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”


ଆଉ ତୁମ୍ଭର ସମସ୍ତ ବଂଶଧରଗଣଙ୍କୁ ଆପଣା ଯଜ୍ଞବେଦିରୁ ଆସୁଥିବା ମୁଁ ଉଚ୍ଛିନ୍ନ କରିବି ନାହିଁ। ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୋର ଯଜ୍ଞବେଦିରେ ସେବା କରିବ। ସେମାନେ ତୁମ୍ଭର ପରିବାର ଧ୍ୱଂସ ପାଇଁ କାନ୍ଦୁଥିବେ ଓ ଶୋକ କରୁଥିବେ। କିନ୍ତୁ ତୁମ୍ଭର ଅଧିକାଂଶ ବଂଶଧରଗଣ ସେମାନଙ୍କର ଯୌବନାବସ୍ଥାରେ ମରିବେ।


ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।


ସେ ସେହି ବାଳକର ନାମ ଐ-କାବୋଦ୍ ଦେଲା। ତା'ର ଅର୍ଥ, “ଇସ୍ରାଏଲରୁ ଗୌରବ ଗ୍ଭଲି ଯାଇଛି।” ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦୁକ ଧରା ପଡ଼ିଛି ଏବଂ ତା'ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କରିଥିଲେ।


ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।


Swiv nou:

Piblisite


Piblisite