Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:36 - ପବିତ୍ର ବାଇବଲ

36 ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, “ଦୟାକରି ମୋତେ ଯାଜକ ଭାବରେ କିଛି କାମ ଦିଅନ୍ତୁ, ଯାହା ଫଳରେ ମୁଁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।”’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୋଟୀ ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ତେ ରୋଟୀ ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ଵ ପଦରେ ମୋତେ ରଖ।

Gade chapit la Kopi

ଓଡିଆ ବାଇବେଲ

36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”

Gade chapit la Kopi




1 ଶାମୁୟେଲ 2:36
9 Referans Kwoze  

ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବିୟାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ।


ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁ‌ଗ୍‌ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁ‌ଗ୍‌ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।


ପୁଣି ମୁଁ ମୋ’ ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବି ଯିଏ ମୋ’ ମନ ଓ ମୋ’ ହୃଦୟ ଅନୁସାରେ କର୍ମ କରିବ। ଆଉ ମୁଁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମୋର ମନୋନୀତ ରାଜାଙ୍କ ସମ୍ମୁଖରେ ସର୍ବଦା ସେବା କରିବ।


ବାଳକ ଶାମୁୟେଲ ଏଲିଙ୍କ ଅଧୀନରେ ସଦାପ୍ରଭୁଙ୍କର ସେବା କଲେ। ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ଓ ଦର୍ଶନ ଦୁର୍ଲଭ ଥିଲା।


ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗରେ ପରାସ୍ତ ହୋଇ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗରେ ମଥାନତ କରିବେ।


ମୀଖା କହିଲା, “ମୋ’ ସଙ୍ଗେ ତୁମେ ବାସ କର। ମୋର ପିତା ଓ ଯାଜକ ହୁଅ। ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦେବି।” ମୀଖା ଯାହା କହିଲା, ସେହି ଲେବୀୟ ତାହା କଲା। ତହିଁରେ ସେ ଲେବୀୟ ଲୋକ ଗଲା।


Swiv nou:

Piblisite


Piblisite