1 ଶାମୁୟେଲ 2:9 - ପବିତ୍ର ବାଇବଲ9 ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି। ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି। ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ। Gade chapit laଓଡିଆ ବାଇବେଲ9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ। Gade chapit la |
ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ।