1 ଶାମୁୟେଲ 20:1 - ପବିତ୍ର ବାଇବଲ1 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି? Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?” Gade chapit la |
ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”