Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:10 - ପବିତ୍ର ବାଇବଲ

10 ଦାଉଦ କହିଲେ, “କିଏ ମୋତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରୁକ୍ଷ ଭାବରେ ଉତ୍ତର ଦିଅନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”

Gade chapit la Kopi




1 ଶାମୁୟେଲ 20:10
10 Referans Kwoze  

ଦରିଦ୍ର ଲୋକ ବିନୟ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।


ସେତେବେଳେ ପ୍ରାଚୀନମାନଙ୍କ ଉପଦେଶକୁ ଉପେକ୍ଷା କରି ରାଜା ସେମାନଙ୍କୁ କଟୁ ଭାଷା ପ୍ରୟୋଗ କଲେ।


ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।”


ଯୁବକମାନଙ୍କ ମଧ୍ୟରୁ ଜଣେ ନାବଲର ସ୍ତ୍ରୀ ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ଶୁଭେଚ୍ଛା ଜଣେଇବା ନିମନ୍ତେ ମରୁଭୂମିରୁ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସେମାନଙ୍କୁ ଖରାପ ଭାବିଲେ।


ନାବଲ ଦାଉଦଙ୍କ ଲୋକମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମୁନିବଠାରୁ ପଳାଇଯାଇ ବୁଲୁଛନ୍ତି।


ସେମାନେ କହିଲେ, “ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ୟବହାର କଲେ। ସେ ଭାବିଲେ ଆମ୍ଭେମାନେ ଚର।


ଯୋଷେଫ ଭାଇମାନଙ୍କୁ ଦେଖିଲେ। ଯୋଷେଫ ସେମାନଙ୍କୁ ଚିହ୍ନି ପାରିଲେ। କିନ୍ତୁ ସେମାନଙ୍କୁ ନ ଚିହ୍ନିଲାପରି ଅଭିନୟ କଲେ। ଯୋଷେଫ ସେମାନଙ୍କୁ ମଧ୍ୟ ରୁକ୍ଷ ବ୍ୟବହାର କଲେ। ଯୋଷେଫ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାରୁ ଆସିଛ?” ତାଙ୍କର ଭାଇମାନେ ଉତ୍ତର ଦେଲେ, “ଆମ୍ଭେମାନେ କିଣାନୀୟମାନଙ୍କ ଦେଶରୁ ଆସିଛୁ। ଆମ୍ଭେ ଏଠାକୁ କିଛି ଖାଦ୍ୟ ଶସ୍ୟ କିଣିବାକୁ ଆସିଛୁ।”


ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”


ତା'ପରେ ଯୋନାଥନ କହିଲେ, “ଆସ ଆମ୍ଭେ ବିଲକୁ ପଳାଇବା,” ଯୋନାଥନ ଏବଂ ଦାଉଦ ସାଥୀ ହୋଇ ବିଲକୁ ପଳାଇ ଗଲେ।


Swiv nou:

Piblisite


Piblisite