1 ଶାମୁୟେଲ 20:12 - ପବିତ୍ର ବାଇବଲ12 ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା'ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? Gade chapit laଓଡିଆ ବାଇବେଲ12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? Gade chapit la |
“ପରମେଶ୍ୱର, ସଦାପ୍ରଭୁ ଆମ୍ଭର ପରମେଶ୍ୱର! ସଦାପ୍ରଭୁ ହେଉଛନ୍ତି ଆମ୍ଭର ପରମେଶ୍ୱର। ଏବଂ ସଦାପ୍ରଭୁ ଜାଣନ୍ତି ଆମ୍ଭେ ଏପରି କାହିଁକି କଲୁ। ଆମ୍ଭେମାନେ ମଧ୍ୟ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁ। ଆମ୍ଭେମାନେ କ’ଣ କରିଛୁ ତୁମ୍ଭେମାନେ ବିଗ୍ଭର କର। ଯଦି ତୁମ୍ଭେ ଏହା ବିଶ୍ୱାସ କର କି ବିଗ୍ଭର କର ଆମ୍ଭେମାନେ କିଛି ଭୁଲ୍ କରିଛୁ, ତେବେ ତୁମ୍ଭେମାନେ ଆମ୍ଭକୁ ହତ୍ୟା କରିପାର।