Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:14 - ପବିତ୍ର ବାଇବଲ

14 ମୁଁ ବଞ୍ଚିଥିବାଯାଏ ମୋତେ ଦୟା ଦେଖାଅ। ଏବଂ ମୁଁ ମଲାପରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;

Gade chapit la Kopi

ଓଡିଆ ବାଇବେଲ

14 ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;

Gade chapit la Kopi




1 ଶାମୁୟେଲ 20:14
8 Referans Kwoze  

ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”


କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମୋତେ ସ୍ମରଣ କରିବ। ପୁଣି ମୋ’ ପ୍ରତି ଦୟାକରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ।


ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।”


ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”


ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”


ଦାଉଦ ପଗ୍ଭରିଲେ, “ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁଁ ସେମାନଙ୍କ ଉପରେ ଦୟା କରିବାକୁ ଗ୍ଭହେଁ। ମୁଁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହୁଁଛି।”


Swiv nou:

Piblisite


Piblisite