Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:15 - ପବିତ୍ର ବାଇବଲ

15 ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।”

Gade chapit la Kopi




1 ଶାମୁୟେଲ 20:15
7 Referans Kwoze  

ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତକୁ ରାଜା ରକ୍ଷା କଲେ। ଯେହେତୁ ସେମାନଙ୍କ ମଧ୍ୟରେ ଅର୍ଥାତ୍ ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କ ଶପଥ ଥିଲା।


ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”


ମୁଁ ବଞ୍ଚିଥିବାଯାଏ ମୋତେ ଦୟା ଦେଖାଅ। ଏବଂ ମୁଁ ମଲାପରେ,


ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”


ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”


କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମୋତେ ସ୍ମରଣ କରିବ। ପୁଣି ମୋ’ ପ୍ରତି ଦୟାକରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


Swiv nou:

Piblisite


Piblisite