1 ଶାମୁୟେଲ 20:16 - ପବିତ୍ର ବାଇବଲ16 ତେଣୁ ଯୋନାଥନ ଦାଉଦଙ୍କ ସହିତ ଏକ ଚୁକ୍ତି କଲେ, ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ଦଣ୍ତ ଦିଅନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Gade chapit laଓଡିଆ ବାଇବେଲ16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।” Gade chapit la |
ଏଥିପାଇଁ ତୁମ୍ଭେ କ’ଣ ସମସ୍ତେ ମୋର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି କହିଲ ନାହିଁ ଯେତେବେଳେ ମୋର ପୁତ୍ର ଯିଶୀର ପୁତ୍ର ସହିତ ନିୟମ କଲା, ତୁମ୍ଭମାନଙ୍କ ମଧ୍ୟରୁ କେହି ମୋ’ କଥା ଚିନ୍ତା କଲ ନାହିଁ। ଯେତେବେଳେ ମୋର ପୁତ୍ର ଦାଉଦକୁ ଓ ସେବକମାନଙ୍କୁ ମୋ’ ବିରୁଦ୍ଧରେ ଉତ୍ତେଜିତ କଲା ମୋ’ ବିରୁଦ୍ଧରେ କାର୍ଯ୍ୟ କରିବା ପାଇଁ ଏବଂ ଲୁଚି କରି ମୋତେ ଆକ୍ରମଣ କରିବା ପାଇଁ।”