Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:17 - ପବିତ୍ର ବାଇବଲ

17 ତା'ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା'ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା; କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।

Gade chapit la Kopi

ଓଡିଆ ବାଇବେଲ

17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।

Gade chapit la Kopi




1 ଶାମୁୟେଲ 20:17
7 Referans Kwoze  

ଯେ ଅନେକ ମିତ୍ର କରେ, ସେମାନେ ତାଙ୍କର ବିନାଶର କାରଣ ହୋଇପାରନ୍ତି। ମାତ୍ର ଜଣେ ପ୍ରେମକାରୀ ଅଛନ୍ତି ଯେ ଭାଇ ଅପେକ୍ଷା ଅଧିକ ଘନିଷ୍ଟ ହୋଇ ରହନ୍ତି।


ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏହି ନିୟମ କଲେ।


ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ।


ହେ ମୋର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ଦୁଃଖ କରୁଅଛି। ମୁଁ ତୁମ୍ଭ ସହିତ ଥିବାରୁ ଆନନ୍ଦ ଉପଭୋଗ କରୁଅଛି। ମୋର ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ ଓ ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।


“ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପୁତ୍ର ବା କନ୍ୟା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧୁ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, ‘ଗ୍ଭଲ ଅନ୍ୟ ଦେବଗଣଙ୍କର ପୂଜା କରିବା।’ ଯେଉଁ ଦେବତାଗଣଙ୍କୁ ତୁମ୍ଭେମାନେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାନ୍ତି।


ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ସେହି ସୈନ୍ୟମାନଙ୍କ ଓ ସେମାନଙ୍କର ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ। ବାବିଲ ରାଜାର ସେବାକାରି ଏହି ଦେଶରେ ବାସ କର। ଏଥିରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


ବନ୍ଧୁ ସର୍ବଦା ପ୍ରେମ କରେ। ଏବଂ ଭାଇ ଦୁର୍ଦ୍ଦଶା ସମୟରେ ସର୍ବଦା ଥାଏ।


Swiv nou:

Piblisite


Piblisite