Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:18 - ପବିତ୍ର ବାଇବଲ

18 ଯୋନାଥନ ଦାଉଦଙ୍କୁ କହିଲେ, “ଆସନ୍ତାକାଲି ଅମାବାସ୍ୟା। ତୁମ୍ଭର ଆସନ ଖାଲି ହେଲେ ମୋ’ ବାପା ତୁମ୍ଭକୁ ଖୋଜିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।

Gade chapit la Kopi




1 ଶାମୁୟେଲ 20:18
3 Referans Kwoze  

ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅ‌‌ବ୍‌‌ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା।


ତା'ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ।


ତୃତୀୟ ଦିନ ସେହି ସ୍ଥାନକୁ ଯାଅ, ଯେଉଁଠାରେ ତୁମ୍ଭେ ଲୁଚି ରହିଥିଲ। ଯେତେବେଳେ ଅସୁବିଧା କେବଳ ଆରମ୍ଭ ହେବ, ସେ ପର୍ବତ ପାଖରେ ଅପେକ୍ଷାରେ ରହିବ।


Swiv nou:

Piblisite


Piblisite