1 ଶାମୁୟେଲ 20:22 - ପବିତ୍ର ବାଇବଲ22 ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅନ୍ତକାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Gade chapit laଓଡିଆ ବାଇବେଲ22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। Gade chapit la |
ତା'ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ।