Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:23 - ପବିତ୍ର ବାଇବଲ

23 ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।”

Gade chapit la Kopi




1 ଶାମୁୟେଲ 20:23
7 Referans Kwoze  

ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”


ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି।


କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”


ଏହା ପରେ ଲାବନ କହିଲେ, “ସଦାପ୍ରଭୁ ଆମ୍ଭର ପର୍ଯ୍ୟବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ୟସ୍ଥ ହୁଅନ୍ତୁ।” ଯେତେବେଳେ ଆମ୍ଭେମାନେ ପରସ୍ପରଠାରୁ ଦୂରରେ ରହିବୁ। ତା'ପରେ ସେ ଏହାକୁ ମଧ୍ୟ ଡାକିଲେ: ମି‌ସ୍‌ପା।


ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।


ତା'ପରେ ଦାଉଦ ନିଜକୁ ଲୁଗ୍ଭଇ ରଖିଲେ। ଅମାବାସ୍ୟା ଭୋଜିଦିନ ରାଜା ଆସିଲେ ଏବଂ ଭୋଜନ ପାଇଁ ବସିଲେ।


Swiv nou:

Piblisite


Piblisite