Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:26 - ପବିତ୍ର ବାଇବଲ

26 ସେଦିନ ଶାଉଲ କିଛି କହିଲେ ନାହିଁ। ସେ ଚିନ୍ତା କଲେ, “ଦାଉଦର କିଛି ହୋଇଛି। ସେ ପ୍ରାୟ ଶୁଚି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।

Gade chapit la Kopi

ଓଡିଆ ବାଇବେଲ

26 ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।

Gade chapit la Kopi




1 ଶାମୁୟେଲ 20:26
11 Referans Kwoze  

ଯଦି କୌଣସି ବ୍ୟକ୍ତି ସେହି ବ୍ୟକ୍ତିର ବିଛଣାକୁ ଛୁଏଁ, ତେବେ ସେ ତା'ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ, ଯେକେହି ସେମାନଙ୍କର ଶବ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।


ପୁଣି କେହି ଯଦି ଖୋଲା କ୍ଷେତ୍ରରେ ଯୁଦ୍ଧରେ ନିହତ ମୃତ ଦେହ, ମନୁଷ୍ୟ ଅସ୍ଥି କିମ୍ବା କବର ଛୁଏଁ, ତେବେ ସେ ସାତ ଦିନ ଯାଏ ଅଶୁଚି ରହିବ।


ପୁଣି ଯେକେହି ସେହି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ଆଉ ଯେକେହି ତାକୁ ବହନ କରେ, ସେ ମଧ୍ୟ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଏହି ଉରୋଗାମୀ ଜନ୍ତୁଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବେ। ଯେକେହି ସେମାନଙ୍କର ଶବକୁ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା'ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?”


Swiv nou:

Piblisite


Piblisite