1 ଶାମୁୟେଲ 20:30 - ପବିତ୍ର ବାଇବଲ30 ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା'ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? Gade chapit laଓଡିଆ ବାଇବେଲ30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ? Gade chapit la |
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।