Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:34 - ପବିତ୍ର ବାଇବଲ

34 ଯୋନାଥନ ବହୁତ ରାଗିଗଲେ ଓ ଖାଇବା ଟେବୁଲ୍ ପାଖରୁ ଉଠିଗଲେ। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲେ ଓ ଦ୍ୱିତୀୟ ଦିନ ଭୋଜିରେ କିଛି ଖାଇଲେ ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ୟ ଶାଉଲ ଦାଉଦଙ୍କୁ ମାରିବାକୁ ଗ୍ଭହୁଁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଏହେତୁ ଯୋନାଥନ ପ୍ରଚଣ୍ତ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ଵିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।

Gade chapit la Kopi

ଓଡିଆ ବାଇବେଲ

34 ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।

Gade chapit la Kopi




1 ଶାମୁୟେଲ 20:34
5 Referans Kwoze  

ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ।


ତା'ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ


ଯିଏ ପାପ ନ କରି କେବଳ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀରେ ନିଶ୍ଚୟ ନାହିଁ।


କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ।


ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ।


Swiv nou:

Piblisite


Piblisite