Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:40 - ପବିତ୍ର ବାଇବଲ

40 ଯୋନାଥନ ବାଳକଟିକୁ ଧନୁ ଏବଂ ତୀରଗୁଡ଼ିକ ଦେଲେ। ତା'ପରେ ସେ ବାଳକକୁ କହିଲେ, ସହରକୁ ଫେରିଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ।

Gade chapit la Kopi

ଓଡିଆ ବାଇବେଲ

40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”

Gade chapit la Kopi




1 ଶାମୁୟେଲ 20:40
2 Referans Kwoze  

କ’ଣ ଗ୍ଭଲିଥିଲା ବାଳକଟି ଏ ବିଷୟରେ କିଛି ଜାଣି ନ ଥିଲା। କେବଳ ଯୋନାଥନ ଓ ଦାଉଦ ଏ କଥା ଜାଣିଥିଲେ।


ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ।


Swiv nou:

Piblisite


Piblisite