1 ଶାମୁୟେଲ 20:41 - ପବିତ୍ର ବାଇବଲ41 ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)41 ପୁଣି ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନିଥର ପ୍ରଣାମ କଲେ; ପୁଣି ସେମାନେ ପରସ୍ପରକୁ ଚୁମ୍ଵନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ। Gade chapit laଓଡିଆ ବାଇବେଲ41 ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ। Gade chapit la |
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।