Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:6 - ପବିତ୍ର ବାଇବଲ

6 ଯଦି ତୁମ୍ଭର ବାପା ଭୋଜିରେ ମୋର ଅନୁପସ୍ଥିତ ଲକ୍ଷ୍ୟ କରନ୍ତି, ତୁମ୍ଭେ ତାଙ୍କୁ କୁହ, ‘ଦାଉଦ ତା'ର ବୈ‌ଥ୍‌ଲେହମସ୍ଥିତ ତା'ର ପରିବାରର ଗୃହକୁ ଯିବ ବୋଲି, ତାକୁ ଯିବାକୁ ଦେବା ପାଇଁ ଅନୁରୋଧ କଲା। କାରଣ ତାଙ୍କର ପରିବାର ସେଠାରେ ସେମାନଙ୍କର ବାର୍ଷିକ ବଳିଦାନ କରାଯିବ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥ୍ଲିହିମ୍କୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।

Gade chapit la Kopi

ଓଡିଆ ବାଇବେଲ

6 ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’

Gade chapit la Kopi




1 ଶାମୁୟେଲ 20:6
6 Referans Kwoze  

ଶାଉଲ ତାଙ୍କୁ ପଗ୍ଭରିଲେ, “ହେ ଯୁବକ ତୁମ୍ଭେ କାହାର ପୁଅ?” ଦାଉଦ କହିଲେ, “ମୁଁ ଆପଣଙ୍କ ଦାସ ବୈ‌ଥ୍‌ଲେହମୀୟ ଯିଶୀର ପୁତ୍ର।”


ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି।


ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।”


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍।


ଯୋନାଥନ ଉତ୍ତର ଦେଲେ, “ଦାଉଦ ବୈ‌ଥ୍‌ଲେହମକୁ ଯିବା ପାଇଁ ମୋତେ କହିଲେ।


Swiv nou:

Piblisite


Piblisite