Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:7 - ପବିତ୍ର ବାଇବଲ

7 ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।

Gade chapit la Kopi




1 ଶାମୁୟେଲ 20:7
6 Referans Kwoze  

ବର୍ତ୍ତମାନ ଚିନ୍ତାକର ଓ କ’ଣ କରାଯାଇ ପାରିବ ସ୍ଥିର କର। ଆମର ସ୍ୱାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସୁଅଛି। ଏପରି ଦୁଷ୍ଟ ବ୍ୟକ୍ତିକୁ କେହି କିଛି କହି ନ ପାରେ, କାଳେ ସେ ତା'ର ମନ ପରିବର୍ତ୍ତନ କରିବ।”


ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା।


ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା।


ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”


“ମୁଁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଜଣେ କରି ବାର ଜଣଙ୍କୁ ବାଛିଲି।


କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ।


Swiv nou:

Piblisite


Piblisite