1 ଶାମୁୟେଲ 21:1 - ପବିତ୍ର ବାଇବଲ1 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି? Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?” Gade chapit la |
ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”