Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 21:15 - ପବିତ୍ର ବାଇବଲ

15 ସେ କହିଲେ, ମୋର ବହୁତ ବାତୁଳ ଲୋକ ଏଠାରେ ଅଛନ୍ତି। ତୁମ୍ଭେ ତାଙ୍କୁ କାହିଁକି ଏଠାକୁ ପାଗଳାମି କରିବା ପାଇଁ ଆଣିଛ? ଏପରି ଲୋକକୁ ମୋ’ ଘରକୁ ଆଉ ଥରେ ଆଣିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?

Gade chapit la Kopi

ଓଡିଆ ବାଇବେଲ

15 ମୋହର କ’ଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ ? ଏ ଲୋକ କ’ଣ ମୋହର ଘରକୁ ଆସିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”

Gade chapit la Kopi




1 ଶାମୁୟେଲ 21:15
3 Referans Kwoze  

ଆଖୀଶ୍ ଦାସମାନଙ୍କୁ କହିଲେ, “ଏ ଲୋକଟିକୁ ଦେଖ, ସେ ଗୋଟିଏ ବାଗ୍ଭଳ; କାହିଁକି ତୁମ୍ଭେମାନେ ତାକୁ ମୋ’ ପାଖକୁ ଆଣିଲ?


ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ।


ସଦାପ୍ରଭୁ ଶକ୍ତିଶାଳୀ ଅଧିପତିମାନେ ବିନା କାରଣରେ ମୋତେ ଆକ୍ରମଣ କରନ୍ତି। କିନ୍ତୁ ମୁଁ କେବଳ ତୁମ୍ଭର ବାକ୍ୟକୁ ଭୟ ଓ ସମ୍ମାନ କରେ।


Swiv nou:

Piblisite


Piblisite