1 ଶାମୁୟେଲ 22:1 - ପବିତ୍ର ବାଇବଲ1 ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Gade chapit laଓଡିଆ ବାଇବେଲ1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Gade chapit la |
ଦାଉଦଙ୍କର ଲୋକମାନେ କହିଲେ, “ସଦାପ୍ରଭୁ ଯେଉଁ ଦିନ ବିଷୟରେ କହିଥିଲେ, ‘ଆଜି ହେଉଛି ସେହି ବିଶେଷ ଦିନ। ସଦାପ୍ରଭୁ ତୁମ୍ଭଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁକୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ତୁମ୍ଭକୁ ଯାହା ଭଲ ଦିଶିବ ତାହା ତା'ର ପ୍ରତି କର।’” ତା'ପରେ ଦାଉଦ ଗୁରୁଣ୍ଡି ଗୁରୁଣ୍ଡି ଶାଉଲଙ୍କ ପାଖକୁ ଗଲେ। ସେ ଶାଉଲ ପିନ୍ଧିଥିବା ବସ୍ତ୍ରର ଏକ କାନିକୁ କାଟି ଦେଲେ। କିନ୍ତୁ ଶାଉଲ ଦାଉଦଙ୍କୁ ଦେଖି ପାରି ନ ଥିଲେ।