Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:11 - ପବିତ୍ର ବାଇବଲ

11 ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା'ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ରାଜା ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।

Gade chapit la Kopi




1 ଶାମୁୟେଲ 22:11
4 Referans Kwoze  

“ଲୋକେ ଅନ୍ୟକୁ ଆଘାତ ଓ ହତ୍ୟା କରିବା ପାଇଁ ସର୍ବଦା ପ୍ରସ୍ତୁତ


ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?”


ଅହୀମେଲକ ଦାଉଦଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାହାକୁ ଖାଦ୍ୟ ଦ୍ରବ୍ୟ ଓ ପଲେଷ୍ଟୀୟର ଖଣ୍ତା ଦେଲେ।”


ଏଥିରେ ଶାଉଲ କହିଲେ, “ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ,” ସେ ଉତ୍ତର ଦେଲେ, “ହେ ମୋର ପ୍ରଭୁ ମୁଁ ଏଠାରେ ଅଛି।”


Swiv nou:

Piblisite


Piblisite