Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:12 - ପବିତ୍ର ବାଇବଲ

12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ,” ସେ ଉତ୍ତର ଦେଲେ, “ହେ ମୋର ପ୍ରଭୁ ମୁଁ ଏଠାରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ। ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।

Gade chapit la Kopi

ଓଡିଆ ବାଇବେଲ

12 ଏଥିରେ ଶାଉଲ କହିଲେ, ହେ ଅହୀଟୂବର ପୁତ୍ର, ତୁମ୍ଭେ ଶୁଣ। ସେ ଉତ୍ତର କଲା, ହେ ମୋହର ପ୍ରଭୁ, ମୁଁ ଏଠାରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ଶାଉଲ କହିଲେ, “ହେ ଅହୀଟୂବ୍‍ର ପୁତ୍ର, ତୁମ୍ଭେ ଶୁଣ।” ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମୁଁ ଏଠାରେ ଅଛି।”

Gade chapit la Kopi




1 ଶାମୁୟେଲ 22:12
6 Referans Kwoze  

ସଦାପ୍ରଭୁ କହିଲେ, “ଯେଉଁମାନେ ଆମ୍ଭ ବିଷୟରେ ପଗ୍ଭରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଲୁ, ଯେଉଁମାନେ ଆମ୍ଭକୁ ଖୋଜିଲେ ନାହିଁ, ଆମ୍ଭେ ସେମାନଙ୍କୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀୟମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସେମାନଙ୍କୁ ‘ଆମ୍ଭକୁ ଦେଖ, ଆମ୍ଭକୁ ଦେଖ’ ବୋଲି କହିଲୁ।


ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,”


ପୁଣି ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଣ୍ତା ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତା’ ପାଇଁ ପ୍ରାର୍ଥନା କରିଅଛ।”


ଶାଉଲ ତାଙ୍କ ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ ଯିଶୀର ପୁତ୍ର କ’ଣ ତୁମ୍ଭ ପ୍ରତି ଜଣଙ୍କୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ? ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ?


ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା'ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।


ଶାଉଲ ପଛକୁ ଗ୍ଭହିଁ ମୋତେ ଦେଖିଲେ ଓ ଡାକିଲେ, ମୁଁ ମଧ୍ୟ ଉତ୍ତର ଦେଲି।


Swiv nou:

Piblisite


Piblisite