1 ଶାମୁୟେଲ 22:14 - ପବିତ୍ର ବାଇବଲ14 ଅହୀମେଲକ ରାଜାଙ୍କୁ ଉତ୍ତର ଦେଲେ, “ଆପଣଙ୍କ ସମସ୍ତ ଦାସମାନଙ୍କ ମଧ୍ୟରେ, ଦାଉଦ ପରି କିଏ ବିଶ୍ୱାସୀ, ସେତ ମହାରାଜାଙ୍କ ଜ୍ୱାଇଁ ଏବଂ ଦାଉଦ ହେଉଛନ୍ତି ଆପଣଙ୍କର ଦେହରକ୍ଷୀମାନଙ୍କର ମୁଖ୍ୟ, ଆପଣଙ୍କ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସମ୍ମାନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ଵାସ୍ୟ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ। Gade chapit laଓଡିଆ ବାଇବେଲ14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ। Gade chapit la |
ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।