1 ଶାମୁୟେଲ 22:17 - ପବିତ୍ର ବାଇବଲ17 ରାଜା ତାଙ୍କ ନିକଟରେ ଥିବା ଦେହ ରକ୍ଷୀକୁ ଆଦେଶ ଦେଲେ, “ଯାଅ, ପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କର।” ଏହିପରି କର କାରଣ ସେମାନେ ସମସ୍ତେ ଦାଉଦଙ୍କର ସପକ୍ଷରେ ଅଛନ୍ତି। ସେମାନେ ଜାଣିଲେ ଦାଉଦ ଏଠାରୁ ପଳାୟନ କରିଛି, କିନ୍ତୁ ସେମାନେ ମୋତେ ଜଣାଇଲେ ନାହିଁ। କିନ୍ତୁ ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କର ଯାଜକଙ୍କୁ ହତ୍ୟା କରିବା ପାଇଁ ମନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ। Gade chapit laଓଡିଆ ବାଇବେଲ17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ। Gade chapit la |
ଏଥର ସୈନ୍ୟମାନେ ଶାଉଲଙ୍କୁ କହିଲେ, “ଯୋନାଥନ ଆଜି ଇସ୍ରାଏଲକୁ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କେବେ ହୋଇ ନ ପାରେ। ଆମ୍ଭେ ଜୀବିତ ପରମେଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛୁ, କେହି ଯୋନାଥନଙ୍କୁ ହତ୍ୟା ତ ଦୂରର କଥା ମୁଣ୍ଡରୁ ଗୋଟିଏ କେଶ ମଧ୍ୟ ତଳେ ପଡ଼ିବାକୁ ଦେବୁ ନାହିଁ। ପରମେଶ୍ୱର ପଲେଷ୍ଟୀୟ କବଳରୁ ଇସ୍ରାଏଲକୁ ଉଦ୍ଧାର ପାଇଁ ଯୋନାଥନଙ୍କୁ ସାହାଯ୍ୟ କରିଛନ୍ତି।” ତେଣୁ ଲୋକମାନ ଯୋନାଥନଙ୍କୁ ସାହାଯ୍ୟ କରିବେ, ତାଙ୍କୁ କେବେ ବି ହତ୍ୟା କରିବା ପାଇଁ ଦିଆଯିବ ନାହିଁ।
ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିୟ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ୟନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହେବାକୁ ସ୍ଥିର କଲେ। ସେ ଗୋଟିଏ ରଥ, ଅଶ୍ୱାରୋହୀଗଣ ଓ ସମ୍ମୁଖରେ ଦୌଡ଼ିବା ପାଇଁ ପଗ୍ଭଶ୍ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କେବେ ଅଦୋନିୟଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। “ଏପରିକି ସେ ତାଙ୍କୁ ପଗ୍ଭରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?”