Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:19 - ପବିତ୍ର ବାଇବଲ

19 ସେ ଯାଜକମାନଙ୍କର ନୋବ୍ ନଗରକୁ ଖଣ୍ଡାରେ ଆଘାତ କଲା, ଦୋୟେଗ ନୋ‌‌ବ୍‌‌ର ସମସ୍ତ ଲୋକମାନଙ୍କୁ ହତ୍ୟା କଲା। ଏପରିକି ପିଲା, ସ୍ତ୍ରୀ, ପୁରୁଷ ସ୍ତନ୍ୟପାୟୀ ଶିଶୁ ଏବଂ ସେମାନଙ୍କର ଗାଈ, ଗଧ ଓ ମେଷମାନଙ୍କୁ ହତ୍ୟା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସେ ଯାଜକମାନଙ୍କର ନୋବ୍ ନଗରକୁ ଖଡ଼୍‍ଗଧାରରେ ଆଘାତ କଲା; ସେ ଖଡ଼୍‍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।

Gade chapit la Kopi




1 ଶାମୁୟେଲ 22:19
13 Referans Kwoze  

ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”


ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।


ତେଣୁ ତୁମ୍ଭମାନଙ୍କର ସୈନ୍ୟବାହିନୀ ଯୁଦ୍ଧର ଶବ୍ଦ ଶୁଣିବେ ଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ୱଂସ ପାଇବ। ଶଲମନ ବୈଥ୍-ଅରବେଲକୁ ଧ୍ୱଂସ କଲାପରି ଏହା ଘଟିବ। ଯୁଦ୍ଧ ସମୟରେ ମାମାନଙ୍କୁ ସେମାନଙ୍କର ପିଲାମାନଙ୍କ ସହିତ ହତ୍ୟା କରାଗଲା।


ସେହି ଦିନ ସୈନ୍ୟବାହିନୀ ନୋବରେ ଅଟକିବେ। ଯିରୁଶାଲମର ସିୟୋନ ପର୍ବତ ବିରୁଦ୍ଧରେ ଯୁଦ୍ଧ ପାଇଁ ସେମାନେ ପ୍ରସ୍ତୁତ ହେବେ।


ଅନାଥୋତ, ନୋବ, ଓ ଅନନିୟାରେ


ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା'ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।


ଶାଉଲଙ୍କର ଦାସ ନିକଟରେ ଛିଡ଼ା ହୋଇଥିବା ଇଦୋମୀୟ ଦୋୟେଗ ଉତ୍ତର ଦେଲା, “ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍ ନିକଟକୁ ଯିବାର ଦେଖିଥିଲି।


ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?”


ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠୁ ଭଲ ମେଷ, ବଳଦ ଓ ହୃଷ୍ଟପୁଷ୍ଟ ମେଷ ଶାବକଗୁଡ଼ିକୁ ଓ ସମସ୍ତ ରଖିବା ପାଇଁ ଉପଯୋଗୀ ସାମଗ୍ରୀ ସେମାନେ ରଖିଲେ। ସେମାନେ ସେହି ଦ୍ରବ୍ୟଗୁଡ଼ିକ ନଷ୍ଟ କରିବା ପାଇଁ ଗ୍ଭହିଁଲେ ନାହିଁ। ସେମାନେ କେବଳ ରଖିବା ଉପଯୋଗୀ ନ ହେବା ଜିନିଷକୁ ନଷ୍ଟ କଲେ।


ଲୋକମାନେ ସହରରେ ଧ୍ୱଂସର ଲୀଳା ଚଲାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।


ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ। କେବଳ ବ୍ୟଭିଗ୍ଭରଣୀ ରାହାବ, ସେହି ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ। କାରଣ ସେ ଆମ୍ଭମାନଙ୍କ ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା।


ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ପିଲାମାନେ କ’ଣ କହୁଛନ୍ତି, ତୁମ୍ଭେ କ’ଣ ତାହା ଶୁଣି ପାରୁଛ?” ଯୀଶୁ ଉତ୍ତର ଦେଲେ, “ହଁ ଶୁଣି ପାରୁଛି। ଧର୍ମଶାସ୍ତ୍ର କହେ, ‘ତୁମ୍ଭେ ବାଳକ ଓ ଶିଶୁଙ୍କୁ ପ୍ରଶଂସା ଗାନ କରିବା ପାଇଁ ଶିଖେଇଛ।’ ଏ କଥା କ’ଣ ତୁମ୍ଭେ ଧର୍ମଶାସ୍ତ୍ରରେ ପଢ଼ି ନାହଁ?”


ସେ ଅମାଲେକୀୟ ରାଜା ଆଗା‌ଗ୍‌କୁ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସେନାବୀହିନୀର ଅନ୍ୟ ସମସ୍ତଙ୍କୁ ହତ୍ୟା କଲେ।


Swiv nou:

Piblisite


Piblisite