1 ଶାମୁୟେଲ 22:23 - ପବିତ୍ର ବାଇବଲ23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ କର ନାହିଁ କାରଣ ଯେ ମୋତେ ମାରିବାକୁ ଗ୍ଭହେଁ, ସେ ତୁମ୍ଭକୁ ମଧ୍ୟ ମାରିବାକୁ ଗ୍ଭହୁଁଛି। କିନ୍ତୁ ତୁମ୍ଭେ ମୋ’ ପାଖରେ ସୁରକ୍ଷିତ ରହିବ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ। Gade chapit laଓଡିଆ ବାଇବେଲ23 ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋ’ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।” Gade chapit la |