1 ଶାମୁୟେଲ 23:12 - ପବିତ୍ର ବାଇବଲ12 ଆଉଥରେ ଦାଉଦ ପଗ୍ଭରିଲେ, “କିୟୀଲାର ଲୋକମାନେ କ’ଣ ମୋତେ ଓ ମୋର ଲୋକମାନଙ୍କୁ ତାଙ୍କ ହସ୍ତରେ ଧରାଇ ଦେବେ?” ସଦାପ୍ରଭୁ ଉତ୍ତର ଦେଲେ, “ହଁ ସେମାନେ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ। Gade chapit laଓଡିଆ ବାଇବେଲ12 ତେବେ ଦାଉଦ କହିଲେ, କିୟୀଲା ନିବାସୀମାନେ ମୋତେ ଓ ମୋ’ ଲୋକମାନଙ୍କୁ କ’ଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ ? ତହିଁରେ ସଦାପ୍ରଭୁ କହିଲେ, ସେମାନେ ତୁମ୍ଭକୁ ସମର୍ପଣ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।” Gade chapit la |
ସେମାନଙ୍କର ସୈନ୍ୟମାନେ ସେଠାରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ, ଯିହୁଦା ପରିବାରବର୍ଗର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ହେ ପଲେଷ୍ଟୀୟଗଣ, ତୁମ୍ଭେମାନେ କାହିଁକି ଆମ୍ଭ ସହିତ ଯୁଦ୍ଧ କରିବା ପାଇଁ ଆସିଛ?” ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଶାମ୍ଶୋନଙ୍କୁ ନେବା ପାଇଁ ଆସିଅଛୁ। ଆମ୍ଭେ ତାଙ୍କୁ ଆମ୍ଭର ବନ୍ଦୀ କରିବାକୁ ଗ୍ଭହୁଁ। ସେ ଆମ୍ଭର ଲୋକଙ୍କ ସହିତ ଯାହା କଲେ, ଆମ୍ଭେ ତାଙ୍କୁ ଦଣ୍ତ ଦେବା ପାଇଁ ଗ୍ଭହୁଁ।”