1 ଶାମୁୟେଲ 23:14 - ପବିତ୍ର ବାଇବଲ14 ଦାଉଦ ମରୁଭୂମିକୁ ଗଲେ ଏବଂ ସେଠାରେ ଏକ ସୁରକ୍ଷିତ ସ୍ଥାନ ଭିତରେ ବାସ କଲେ। ସେ ମଧ୍ୟ ସୀଫର ପାର୍ବତ୍ୟମୟ ଦେଶରେ ବାସ କଲେ, ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, କିନ୍ତୁ ସଦାପ୍ରଭୁ ଦାଉଦଙ୍କୁ ଶାଉଲଙ୍କ ହାତରେ ଦେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି ଶାଉଲ ପ୍ରତିଦିନ ତାଙ୍କର ଅନ୍ଵେଷଣ କଲେ, ମାତ୍ର ପରମେଶ୍ଵର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ । Gade chapit laଓଡିଆ ବାଇବେଲ14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ। Gade chapit la |
ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ।