1 ଶାମୁୟେଲ 23:15 - ପବିତ୍ର ବାଇବଲ15 ଏହା ପରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କୁ ମାରିବା ପାଇଁ ବାହାରି ଆସିଛନ୍ତି। ସେହି ସମୟରେ ଦାଉଦ ସୀଫ ମରୁଭୂମିସ୍ଥ ହୋରେଶରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ। Gade chapit la |