1 ଶାମୁୟେଲ 23:16 - ପବିତ୍ର ବାଇବଲ16 ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କ ପାଖକୁ ଗଲେ। ତାଙ୍କୁ ପରମେଶ୍ୱରଙ୍କଠାରେ ଏକ ଦୃଢ଼ ବିଶ୍ୱାସ କରିବାରେ ସାହାଯ୍ୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ଵରଙ୍କଠାରେ ତାଙ୍କ ହସ୍ତ ସବଳ କଲା। Gade chapit laଓଡିଆ ବାଇବେଲ16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା। Gade chapit la |