Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:24 - ପବିତ୍ର ବାଇବଲ

24 ତେଣୁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫକୁ ଗଲେ। ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ମାୟୋନ୍, ତାହା ଯେଶିମନର ଦକ୍ଷିଣରେ ଆରବ ନିକଟରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍ ପ୍ରାନ୍ତରରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।

Gade chapit la Kopi




1 ଶାମୁୟେଲ 23:24
4 Referans Kwoze  

ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


ଦାଉଦ ଯେଉଁ ଯେଉଁ ସ୍ଥାନରେ ଲୁଚେ ସେହି ସେହି ସ୍ଥାନ ଖୋଜ ଏବଂ ମୋ’ ପାଖରେ ଆସି ସମସ୍ତ ବିଷୟରେ ଜଣାଅ। ତା'ପରେ ମୁଁ ତୁମ୍ଭ ସହିତ ଯିବି। ଯଦି ଦାଉଦ ଏହି ଅଞ୍ଚଳରେ ଥାଏ, ମୁଁ ତାଙ୍କୁ ଖୋଜି ବାହାର କରିବି। ଏପରିକି ମୁଁ ତାକୁ ଯିହୁଦାର ପ୍ରତ୍ୟେକ ପରିବାରର ଜରିଆରେ ଖୋଜିବି।”


ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କୁ ଖୋଜିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କୁ ଏ କଥା ଜଣାନ୍ତେ ସେ, ଯାହାକୁ କୁହାଯାଏ “ଶୈଳ” ତଳକୁ ଓହ୍ଲାଇ ଆସି ମାୟୋନ୍ ମରୁଭୂମିରେ ରହିଲେ। ଏହା ପରେ ଶାଉଲ ତାହା ଶୁଣି ମାୟୋନ୍ ମରୁଭୂମିରେ ଦାଉଦଙ୍କୁ ଖୋଜିବାକୁ ଗଲେ।


Swiv nou:

Piblisite


Piblisite