Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 23:5 - ପବିତ୍ର ବାଇବଲ

5 ତେଣୁ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଗଲେ, ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରି ତାଙ୍କୁ ପରାସ୍ତ କଲେ ଓ ସେମାନଙ୍କର ପଶୁମାନଙ୍କୁ ନେଇଗଲେ। ଏହିପରି ଭାବରେ ଦାଉଦ କିୟୀଲାର ଲୋକମାନଙ୍କୁ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।

Gade chapit la Kopi




1 ଶାମୁୟେଲ 23:5
6 Referans Kwoze  

ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଗ୍ଭରିଲେ, ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ। କାରଣ, ଆମ୍ଭେ ତୁମ୍ଭର ସହାୟକ। ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ଯେତେବେଳେ ଅହୀମେଲକର ପୁତ୍ର ଅବିୟାଥର କିୟୀଲାକୁ ଦାଉଦଙ୍କ ନିକଟକୁ ପଳାଇ ଆସିଲା, ସେତେବେଳେ ଏକ ଏଫୋଦ ହାତରେ ଆଣିଥିଲା।


ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋ‌ର୍‌ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ।


ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଅଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଅଛ।


ମୁଁ ମୋର ଶତ୍ରୁମାନଙ୍କୁ ପରାଜିତ କରିବି। ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ। ମୋର ଶତ୍ରୁମାନେ ମୋର ପାଦ ତଳେ ପାତିତ ହେବେ।


ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ। ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ। ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।


Swiv nou:

Piblisite


Piblisite