1 ଶାମୁୟେଲ 24:11 - ପବିତ୍ର ବାଇବଲ11 ଦେଖ, ମୋ’ ହାତରେ ଥିବା ଲୁଗା ଖଣ୍ଡକୁ। ମୁଁ ଏହାକୁ ତୁମ୍ଭ ଲୁଗା ଧଡ଼ିରୁ କାଟିଅଛି। ମୁଁ ତୁମ୍ଭକୁ ମାରି ପାରିଥା’ନ୍ତି କିନ୍ତୁ ମୁଁ ମାରି ନାହିଁ। ମୁଁ ତୁମ୍ଭକୁ ବର୍ତ୍ତମାନ ବୁଝିବାକୁ ଦେଉଛି। ମୁଁ ତୁମ୍ଭକୁ ଜଣାଇ ଦେବାକୁ ଗ୍ଭହୁଁଛି ଯେ ମୁଁ ତୁମ୍ଭକୁ ମାରିବା ପାଇଁ ଯୋଜନା କରି ନ ଥିଲି। ମୁଁ ତୁମ୍ଭ ପ୍ରତି କେବେ ଅନ୍ୟାୟ କରି ନାହିଁ। କିନ୍ତୁ ତୁମ୍ଭେ ମୋତେ ଆଘାତ କରିଅଛ ଏବଂ ମାରିବାକୁ ମଧ୍ୟ ଗ୍ଭହିଁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ଵେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit laଓଡିଆ ବାଇବେଲ11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗା ଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋ’ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋ’ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”