1 ଶାମୁୟେଲ 24:12 - ପବିତ୍ର ବାଇବଲ12 ସଦାପ୍ରଭୁ ମୋର ଓ ତୁମ୍ଭ ଭିତରେ ବିଗ୍ଭର କରନ୍ତୁ ଓ ତୁମ୍ଭେ ମୋ'ଠାରେ କରିଥିବା ଭୁଲ୍ ଯୋଗୁଁ ସଦାପ୍ରଭୁ ତା'ର ଦଣ୍ତ ଦିଅନ୍ତୁ। କିନ୍ତୁ ମୁଁ ତୁମ୍ଭ ସହିତ ଯୁଦ୍ଧ କରିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Gade chapit laଓଡିଆ ବାଇବେଲ12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ। Gade chapit la |
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।