Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:13 - ପବିତ୍ର ବାଇବଲ

13 ପୁରୁଣା କଥା ଅଛି, ‘ଦୁଷ୍ଟଠାରୁ ଦୁଷ୍ଟତା ବାହାରେ।’ “ମୁଁ କଦାପି ମନ୍ଦକାର୍ଯ୍ୟ କରି ନାହିଁ। ମୁଁ ଗୋଟିଏ ମନ୍ଦ ବ୍ୟକ୍ତି ନୁହେଁ। ମୁଁ ତୁମ୍ଭକୁ ଆଘାତ କରିବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

Gade chapit la Kopi




1 ଶାମୁୟେଲ 24:13
8 Referans Kwoze  

ତେଣୁ ମୁଁ ପୁଣି ଥରେ କହୁଛି ଯେ, ଏହି ଭଣ୍ତ ଲୋକମାନଙ୍କୁ ତୁମ୍ଭେ ତାହାଙ୍କ କାର୍ଯ୍ୟରୁ ଚିହ୍ନି ପାରିବ।


କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ।


“ଯେଉଁ ଲୋକମାନେ ପ୍ରବଚନ ବ୍ୟବହାର କରନ୍ତି, ତୁମ୍ଭ ଉପରେ ଏହା ପ୍ରୟୋଗ କରିବେ। ‘ମା ଗୁଣେ ଝିଅ।’


କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”


ଆମ୍ଭେ ଇସ୍ରାଏଲର ଲୋକ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହୁଁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରି ଭୁଲ୍ କରିଅଛ। ସଦାପ୍ରଭୁ ସମସ୍ତଙ୍କ ବିଗ୍ଭରକର୍ତ୍ତା ସେ ଆଜି ଇସ୍ରାଏଲ ଲୋକମାନଙ୍କ ଓ ଅମ୍ମୋନର ଲୋକମାନଙ୍କ ମଧ୍ୟରେ ବିଗ୍ଭରକର୍ତ୍ତା ହୁଅନ୍ତୁ।”


ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।


Swiv nou:

Piblisite


Piblisite