1 ଶାମୁୟେଲ 24:16 - ପବିତ୍ର ବାଇବଲ16 ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା'ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋର୍ରେ କାନ୍ଦିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ। Gade chapit laଓଡିଆ ବାଇବେଲ16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ। Gade chapit la |
ଅମାସୟ ତିରିଶ୍ ବୀରଙ୍କର ନେତା ଥିଲେ। ଏହା ପରେ, ଆତ୍ମା ଅମାସୟଙ୍କ ଉପରେ ଅବତରଣ କଲେ, ଓ ସେ କହିଲେ, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର ଅଟୁ! ହେ ଯିଶୀଙ୍କ ପୁତ୍ର, ଆମ୍ଭେମାନେ ତୁମ୍ଭ ସହିତରେ ଅଛୁ! ତୁମ୍ଭ ପ୍ରତି, ଶାନ୍ତି ବର୍ତ୍ତୁ! ଯେଉଁ ଲୋକମାନେ ତୁମ୍ଭକୁ ସାହାଯ୍ୟ କରନ୍ତି, ସେହି ସମସ୍ତଙ୍କ ପ୍ରତି ଶାନ୍ତି ବର୍ତ୍ତୁ। କାରଣ ତୁମ୍ଭର ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରନ୍ତି!” ତେଣୁ ଦାଉଦ ଏହି ଲୋକମାନଙ୍କୁ ତାଙ୍କ ଦିନରେ ସ୍ୱାଗତ କଲେ ଓ ସେମାନଙ୍କୁ ବିଭିନ୍ନ ସେନାଦଳର ଦାୟିତ୍ୱରେ ରଖିଲେ।