Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:17 - ପବିତ୍ର ବାଇବଲ

17 ଶାଉଲ କହିଲେ, “ତୁମ୍ଭେ ମୋ’ ଅପେକ୍ଷା ସତ୍ ବ୍ୟକ୍ତି ଅଟ। ତୁମ୍ଭେ ମୋ’ ପ୍ରତି ଭଲ ବ୍ୟବହାର ଦେଖାଇଛ। କିନ୍ତୁ ମୁଁ ତୁମ୍ଭ ପ୍ରତି ଖରାପ ବ୍ୟବହାର କରିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋʼଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେ ଦାଉଦଙ୍କୁ କହିଲେ, ତୁମ୍ଭେ ମୋ’ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।

Gade chapit la Kopi




1 ଶାମୁୟେଲ 24:17
8 Referans Kwoze  

ତା'ପରେ ଶାଉଲ କହିଲେ, “ମୁଁ ପାପ କଲି, ହେ ମୋର ପୁତ୍ର ଦାଉଦ ଫେରି ଆସ। ମୁଁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମୋର ଜୀବନ ତୁମ୍ଭ ନିକଟରେ ବହୁମୂଲ୍ୟ ହେଲା। ମୁଁ ମୁର୍ଖତାର କର୍ମ କରିଅଛି ଓ ଅତିଶୟ ଭୁଲ୍ କରିଅଛି।”


କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।


ଯିହୁଦା ସେ ସମସ୍ତ ବସ୍ତୁକୁ ଦେଖିଲା ଏବଂ କହିଲା, “ସେ ଠିକ୍ ଅଛି। ମୁଁ ଭୁଲ୍ କରିଥିଲି। ମୁଁ ପ୍ରତିଜ୍ଞା କରିଥିଲି ଶେଲାକୁ ଦେବା ପାଇଁ କିନ୍ତୁ ତାହା କରି ନ ଥିଲି।” ଏବଂ ଯିହୁଦା ଆଉ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିଲା ନାହିଁ।


ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।” ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।”


ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ।


ଶାଉଲ ଦାଉଦଙ୍କ ସ୍ୱର ଜାଣିଥିଲେ। ଶାଉଲ କହିଲେ, “ଏହା କ’ଣ ତୁମ୍ଭ ସ୍ୱର ହେ ମୋହର ପୁତ୍ର ଦାଉଦ?” ଦାଉଦ ଉତ୍ତର ଦେଲେ, “ହଁ, ଏହା ମୋର ସ୍ୱର ଅଟେ। ହେ ମୋର ପ୍ରଭୁ, ମୋର ମହାଶୟ।”


Swiv nou:

Piblisite


Piblisite