Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:2 - ପବିତ୍ର ବାଇବଲ

2 ତେଣୁ ଶାଉଲ ଇସ୍ରାଏଲରୁ 3,000 ଜଣ ବଛା ଯାଇଥିବା ଲୋକମାନଙ୍କୁ ନେଇ ଦାଉଦ ଓ ତା'ର ଲୋକମାନଙ୍କୁ ବନଛାଗର ଶୈଳରେ ଖୋଜିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।

Gade chapit la Kopi




1 ଶାମୁୟେଲ 24:2
9 Referans Kwoze  

ଶାଉଲ ସୀଫ୍ ମରୁଭୂମିକୁ ଗଲେ, ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର 3,000 ବଛା ବଛା ସୈନିକ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।


ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।


ଉଚ୍ଚ ପର୍ବତଶ୍ରେଣୀ ବନ୍ୟ ଛାଗମାନଙ୍କ ବାସସ୍ଥାନ ଅଟେ। ଶୈଳସବୁ ଶାଫନର ଆଶ୍ରୟ।


ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।


ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ସବୁବେଳେ ମାରିବାକୁ ଜଗି ବସିଥା’ନ୍ତି।


ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।


ସଦାପ୍ରଭୁ ମୋର ଶୈଳ ଏବଂ ମୋର ଦୁର୍ଗ, ମୋର ନିରାପଦସ୍ଥାନ।


“ଆୟୁବ, ତୁମ୍ଭେ ଜାଣିଛ କି କେତେବେଳେ ପାହାଡ଼ୀ ଛେଳି ଜନ୍ମଗ୍ରହଣ କରେ? ତୁମ୍ଭେ କେବେ ଦେଖିଛ କି ମା’ ହରିଣକୁ ତା'ର ଛୁଆ ଦେବାର?


ତେଣୁ ଶାଉଲ ଦାଉଦଙ୍କ ପଶ୍ଚାତ ଗୋଡ଼ାଇବାକୁ ଛାଡ଼ି ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ଗଲେ। ତେଣୁ ସେମାନେ ସେହି ସ୍ଥାନର ନାମ “ପିଛିଳ ଶୈଳ” ନାମ ଦେଲେ।


Swiv nou:

Piblisite


Piblisite