Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:20 - ପବିତ୍ର ବାଇବଲ

20 ମୁଁ ଜାଣେ ତୁମ୍ଭେ ଇସ୍ରାଏଲର ରାଜା ହେବ। ତୁମ୍ଭେ ଇସ୍ରାଏଲକୁ ଶାସନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।

Gade chapit la Kopi

ଓଡିଆ ବାଇବେଲ

20 ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।

Gade chapit la Kopi




1 ଶାମୁୟେଲ 24:20
12 Referans Kwoze  

ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।”


ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା'ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ।


ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”


କାରଣ ଦୁଷ୍ଟ ବ୍ୟକ୍ତି ପରମେଶ୍ୱରଙ୍କ ଆଦେଶକୁ ପ୍ରତ୍ୟାଖ୍ୟାନ କରେ। ସେ ପରମେଶ୍ୱରଙ୍କ ବିରୁଦ୍ଧରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପରାସ୍ତ କରିବାକୁ ପ୍ରୟାସ କରେ।


ମାତ୍ର ଏବେ ତୁମ୍ଭ ରାଜ୍ୟ ଆଗକୁ ଯିବ ନାହିଁ, ପରମେଶ୍ୱର ଏଭଳି ଲୋକ ଗ୍ଭହାନ୍ତି ଯିଏ ତାଙ୍କ ଆଜ୍ଞା ପାଳନ କରୁଥିବ। ପରମେଶ୍ୱର ସେହି ବ୍ୟକ୍ତିକୁ ବାଛିଛନ୍ତି ଯିଏ କି ତାଙ୍କର ଲୋକମାନଙ୍କର ନୂଆ ନେତା ନିର୍ବାଚିତ ହେବେ। ତୁମ୍ଭେ ସଦାପ୍ରଭୁଙ୍କ ଆଦେଶ ଅବମାନନା କରିଥିବାରୁ ସଦାପ୍ରଭୁ ନୂଆ ରାଜା ବାଛିଛନ୍ତି।”


ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଏହି ଭଲକାମ ପାଇଁ ପୁରସ୍କାର ଦେବେ। ତୁମ୍ଭକୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ କରନ୍ତୁ। ତୁମ୍ଭେ ନିରାପତ୍ତା ପାଇଁ ସଦାପ୍ରଭୁଙ୍କ ପାଖକୁ ଫେରି ଆସିଲ ଏବଂ ସେ ତୁମ୍ଭଙ୍କୁ ରକ୍ଷା କରିବେ।”


ତା'ପରେ ଶାଉଲ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ହେ ମୋର ପୁତ୍ର, ଦାଉଦ, ତୁମ୍ଭେ ମହାନ କାର୍ଯ୍ୟ କରିବ ଓ ତୁମ୍ଭେ ମଧ୍ୟ ସେଥିରେ ସଫଳ ହେବ।” ଦାଉଦ ତାଙ୍କ ବାଟରେ ଗଲେ ଓ ଶାଉଲ ତାଙ୍କ ଗୃହକୁ ଫେରିଲେ।


ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ। ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ। ମୋର ଜୀବନକୁ ଭୂମିରେ ଦଳି ପକାଉ। ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ। ସେଲା


ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ। ସେ ଯେବେ ତୃଷିତ ହୁଏ, ତାହାକୁ ଜଳପାନ କରାଅ।


Swiv nou:

Piblisite


Piblisite