Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:21 - ପବିତ୍ର ବାଇବଲ

21 ମୋ’ ସମ୍ମୁଖରେ ତୁମ୍ଭେ ଏକ ପ୍ରତିଜ୍ଞା କର। ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କର ଯେ ମୋର ମୃତ୍ୟୁ ପରେ ମଧ୍ୟ ତୁମ୍ଭେ ମୋର ବଂଶଧରକୁ ନିପାତ କରିବ ନାହିଁ ଓ ପ୍ରତିଜ୍ଞା କର ଯେ, ମୋର ପିତାଙ୍କର ପରିବାରରୁ ମୋର ନାମକୁ ଲୋପ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋ’ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋ’ ନାମ ଲୋପ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।”

Gade chapit la Kopi




1 ଶାମୁୟେଲ 24:21
9 Referans Kwoze  

ତେଣୁ ତୁମ୍ଭେ ମୋ'ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”


ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ।


ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।


ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମି‌ସ୍‌ପା ରଖିଲେ।


ଯୋନାଥନ ଦାଉଦଙ୍କୁ କହିଲେ, “ଭୟ କର ନାହିଁ। ମୋର ପିତା ତୁମ୍ଭକୁ ମାରି ପାରିବେ ନାହିଁ। ତୁମ୍ଭେ ଇସ୍ରାଏଲର ରାଜା ହେବ। ଏବଂ ମୁଁ ତୁମ୍ଭର ଦ୍ୱିତୀୟ ହେବି। ଏହା ମଧ୍ୟ ମୋର ବାପା ଶାଉଲ ଜାଣନ୍ତି।”


ଦୟାକରି ମୋତେ ମୋର କରିଥିବା ଦୋଷ ପାଇଁ କ୍ଷମା କର। ମୁଁ ଜାଣେ ସଦାପ୍ରଭୁ ତୁମ୍ଭ ପରିବାରକୁ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭେମାନେ ତାଙ୍କର ପ୍ରତିରୋଧରେ ଯୁଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।


ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିବା ପାଇଁ ପ୍ରତିଜ୍ଞା କରିଛନ୍ତି ଏବଂ ସେ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ଇସ୍ରାଏଲର ଶାସକ ରୂପେ ନିଯୁକ୍ତ କରିବେ। ଯେତେବେଳେ ସେ ମୋର ପ୍ରଭୁ ପ୍ରତି ସଫଳ କରି ତୁମ୍ଭକୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ।


Swiv nou:

Piblisite


Piblisite