Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 24:3 - ପବିତ୍ର ବାଇବଲ

3 ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ପା ଥିଲା; ପୁଣି ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ପାର ଅନ୍ତର୍ଭାଗରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।

Gade chapit la Kopi




1 ଶାମୁୟେଲ 24:3
7 Referans Kwoze  

ତାହାପରେ ଏହୂଦ ମୂଖ ଛାଡ଼ିଲେ ଏବଂ ଇଗ୍ଲୋନର ଦାସମାନେ ଆସିଲେ। ଯେତେବେଳେ ସେମାନେ ଦେଖିଲେ ରାଜାଙ୍କ ସିଂହାସନ ଘରର ଫାଟକ ବନ୍ଦ ହୋଇଥିଲା, ଦାସମାନେ କହିଲେ, “ରାଜା ତାଙ୍କର ନିଜର କୋଠରୀ ମଧ୍ୟରେ ଆରାମ ନେଉଛନ୍ତି।”


ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।


ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ସେନା ଛାଉଣି ସ୍ଥାପନ କଲେ। ଦାଉଦ ପ୍ରାନ୍ତରରେ ଲୁଚିଥିଲେ। ସେ ଅନୁଭବ କଲେ ଯେ, ସେଠାରେ ଶାଉଲ ତାଙ୍କ ପଛେ ପଛେ ଅନୁସରଣ କରିଥିଲେ।


ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।


ଶାଉଲ ସୀଫ୍ ମରୁଭୂମିକୁ ଗଲେ, ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର 3,000 ବଛା ବଛା ସୈନିକ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।


Swiv nou:

Piblisite


Piblisite