1 ଶାମୁୟେଲ 24:7 - ପବିତ୍ର ବାଇବଲ7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ। Gade chapit laଓଡିଆ ବାଇବେଲ7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ। Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”